Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ଟ୍ରକ୍ ପଛରେ ଧକ୍କା ଦେଲା ବାଇକ୍, ଜଣେ ମୃତ

6/01/2021 at 9:30 AM

ଅନୁଗୋଳ ୬।୧: ଅନୁଗୋଳ ଜିଲ୍ଲା ବଅଁରପାଳ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ବଅଁରପାଳ ଛକ ନିକଟରେ ଛିଡା ହୋଇଥିବା ଟ୍ରକ୍ ପଛରେ ବାଇକ୍ ଧକ୍କା ଦେଇଥିବା ଜଣାପଡିଛି ।

ଗୁରୁତର ଅବସ୍ଥାରେ ତାଙ୍କୁ ଅନୁଗୋଳ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଯୁବକ ଜଣଙ୍କ ଗୁରୁଜାଙ୍ଗ ଗ୍ରାମର ସୌମ୍ୟ ରଞ୍ଜନ ନନ୍ଦ । ତାଙ୍କ ବୟସ ୩୦ ବର୍ଷ ବୋଲି ଜଣାପଡିଛି । ଘଟଣାସ୍ଥଳରେ ବଅଁରପାଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts