Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ବାଇକ୍‌କୁ ଧକ୍କା ଦେଲା ପାଉଁଶ ବୋଝେଇ ହାଇଓ୍ବା, ଜଣେ ମୃତ

17/05/2020 at 3:48 PM

ଝାରସୁଗୁଡା ୧୭।୫: ପାଉଁଶ ବୋଝେଇ ହାଇଓ୍ବା ଧକ୍କାରେ ଅବସରପ୍ରାପ୍ତ ଫାର୍ମାସିଷ୍ଟଙ୍କ ମୃତ୍ୟୁ ହୋଇଛି । ଝାରସୁଗୁଡା ଜିଲ୍ଲା କୋଲାବିରା ଦେଇ ବାଇକ୍ ଯୋଗେ ଯାଉଥିବା ବେଳେ ୪୯ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ହୋଇଛି । ପାଉଁଶ ବୋଝେଇ ହାଇଓ୍ବା ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଅବସରପ୍ରାପ୍ତ ଫାର୍ମାସିଷ୍ଟ ଅଦିତ୍ୟ ପଟେଲ । ଅଦିତ୍ୟଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଥିଲା । ସ୍ଥାନୀୟ ଲୋକେ ପାଉଁଶ ବୋଝେଇ ଗାଡି ଚଳାଚଳ ବନ୍ଦ କରିବାକୁ ଦାବି କରିଛନ୍ତି ।

   Related Posts