Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ପୋଖରୀରେ ଛିଣ୍ଡି ପଡିଥିଲା ବିଦ୍ୟୁତ ତାର, ଗାଧୋଇବା ବେଳେ ଚାଲିଗଲା ଜଣଙ୍କ ଜୀବନ

26/04/2021 at 1:36 PM

ନୀଳଗିରି ୨୬।୪: ବିଦ୍ୟୁତ ଆଘାତ ନେଇଗଲା ଜୀବନ। ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅନ୍ତର୍ଗତ ପୁଅଗଡ଼ିଆ ଗ୍ରାମରେ ଦୀପକ ଦାସ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ପୋଖରୀରେ ଏଲଟି ବିଦ୍ୟୁତ ତାର ଛିଣ୍ଡି ପଡିଥିଲା । ବ୍ୟକ୍ତି ଜଣଙ୍କ ଏହା ଜାଣିପାରିନଥିଲେ । ଫଳରେ ଗାଧୋଇବା ବେଳେ ବିଦ୍ୟୁତ ଆଘାତ ଲାଗିଥିଲା । ତାଙ୍କୁ ପରିବାର ଲୋକେ ନୀଳଗିରି ମେଡ଼ିକାଲ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ନୀଳଗିରି ପୋଲିସ ମେଡ଼ିକାଲରେ ପହଞ୍ଚି ଶବ ଜବତ କରିବା ସହ ଏକ ଅପମୃତ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

   Related Posts