ବିଲକୁ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଘଟଣାସ୍ଥଳରେ ଚାଲିଗଲା ଜୀବନ

Published By : Prameya-News7 Bureau | October 29, 2021 IST

ଅନୁଗୋଳ ୨୯।୧୦: ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ । ଅନୁଗୋଳ ଜିଲ୍ଲାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ପରା ଗାଁର ସୋମନାଥ ସାହୁ । ତାଙ୍କ ବୟସ ୩୮ ବର୍ଷ ବୋଲି ଜଣାପଡିଛି । ସେ ଚାଷ ଜମିକୁ ଚାଷ କରିବାକୁ ଯାଇଥିବା ବେଳେ ହାତୀ ହାବୁଡରେ ପଡି ଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.