Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୃଷକଙ୍କ ପରି ଆମକୁ ମଧ୍ୟ ଦେବାକୁ ପଡିବ ବଳିଦାନ, ତେବେ ଯାଇ ଜାମ୍ମୁ-କାଶ୍ମୀରରେ ଲାଗୁ ହେବ ୩୭୦: ଫାରୁକ ଅବଦୁଲ୍ଲା
  • ||
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||

ବରମୁଣ୍ଡା ଛକରେ ଦୁର୍ଘଟଣା, ଚାଲିଗଲା ନାରାୟଣଙ୍କ ଜୀବନ

18/06/2021 at 11:30 AM

ଯାଜପୁର ୧୮।୦୬ : ହାଇଓ୍ୱା ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ନାରାୟଣ ପରିଡ଼ା ବୋଲି ଜଣାପଡିଛି । ଯାଜପୁର ଜିଲ୍ଲା ସଦର ଥାନା ବରମୁଣ୍ଡା ଛକ ନିକଟରେ ଘଟିଛି ଦୁର୍ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ନାରାୟଣ ପରିଡ଼ା ନିଜ ଗାଁ ଛକରୁ ଘରକୁ ଫେରୁଥିବା ସମୟରେ ପଛ ପଟରୁ ଦ୍ରୁତଗତିରେ ଆସୁଥିବା ହାଇଓ୍ୱା ଧକ୍କା ଦେଇଥିଲା । ଯାହାଫଳରେ କି ନାରାୟଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ନାରାୟଣ ସିମିଳିଆ ପଞ୍ଚାୟତ ମିରଜାପୁରା ଗାଁର ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts