Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ

5/05/2021 at 7:54 AM

ଖୋର୍ଦ୍ଧା ୦୫।୦୫: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାଲିଗଲା ଜଣଙ୍କ ଜୀବନ । ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଗୋଡ଼ିପଡ଼ା ଛକ ନିକଟରେ ଦୁର୍ଘଟଣା ଘଟିଛି । ପୋଲିସର ଛାନ୍‌ଭିନ୍ ଜାରି ।

ଖବର ଅନୁଯାୟୀ, ବୁଧବାର ଦିନ ସକାଳ ସମୟରେ ଖୋର୍ଦ୍ଧା ଗୋଡ଼ିପଡ଼ା ଛକ ନିକଟରେ ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା ଟ୍ରକ । ଯାହାଫଳରେ କି ଘଟଣାସ୍ଥଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି । ତେବେ ଦୁର୍ଘଟଣା ପରେ ନିକଟରେ ଥିବା ଟୋଲ ଗେଟ୍‌ କର୍ମଚାରୀମାନେ ଟ୍ରକ ଡ୍ରାଇଭରକୁ ଅଟକ ରଖି ପୋଲିସ ଜିମା ଦେଇଥିଲେ । ଜଙ୍କିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts