Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ବିଲରେ କାମ କରୁଥିବା ବେଳେ ବଜ୍ରପାତ, ଜଣଙ୍କର ମୃତ୍ୟୁ

11/09/2021 at 5:52 PM

ସାନଖେମୁଣ୍ଡି ୧୧।୯: ଶେରଗଡ଼ ବ୍ଲକ୍ ବନ୍ଧାଗୁଡା ଗାଁରେ ଚାଷ ଜମିରେ କାମ କରୁଥିବା ବେଳେ ବଜ୍ରାଘାତ । ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ପଞ୍ଚୁ ବେହେରା। ପଞ୍ଚୁଙ୍କ ପରିବାର ଲୋକେ ଆଳୁ ଖୋଳୁଥିବା ବଜ୍ରପାତ ହୋଇଥିଲା । ବଜ୍ରାଘାତରେ ଗୁରୁତର ପଞ୍ଚୁଙ୍କୁ ଶେରଗଡ଼ ମେଡ଼ିକାଲ ଭର୍ତ୍ତି କରାଯାଇଥିଲା । ବେଳେ ଡାକ୍ତର ମୃତ୍ୟୁ ଘୋଷଣା କରିଛନ୍ତି। ଖବର ପାଇ ଶେରଗଡ଼ ପୋଲିସ ମେଡ଼ିକାଲରେ ପହଞ୍ଚି ଶବ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ଆସିକା ପଠାଇଥିବା ସୂଚନା ମିଳିଛି।

   Related Posts