ବିଲରେ କାମ କରୁଥିବା ବେଳେ ବଜ୍ରପାତ, ଚାଲିଗଲା ଯୁବକଙ୍କ ଜୀବନ

Published By : Prameya-News7 Bureau | October 02, 2021 IST

ବରଗଡ ୨।୧୦: ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ । ବରଗଡ଼ ଟାଉନ ଥାନା ଅନ୍ତର୍ଗତ କଳାପାଣି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ଗୌରଚନ୍ଦ୍ର ଭୁଏ । ସେ ଚାଷଜମିରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.