Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଜଙ୍ଗଲକୁ ଯାଇଥିଲେ, ହାତୀ ଆକ୍ରମଣରେ ଚାଲିଗଲା ଜୀବନ

4/10/2021 at 8:51 AM

ମୋରଡା ୦୪।୧୦: ହାତୀ ଆକ୍ରମଣରେ ଜଣେ ମୃତ । ମୃତକ ରାସଗୋବିନ୍ଦପୁର ରେଞ୍ଜ ଅଧିନ ଭଦୁଆଶୋଳ ଗାଁର ବୋଲି ଜଣାପଡିଛି । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, କୌଣସି କାମ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲା । ହାତୀ ଆକ୍ରମଣରେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି । ଅଘଟଣ ସଂପର୍କରେ ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।  

   Related Posts