ଜଙ୍ଗଲକୁ ଯାଇଥିଲେ, ହାତୀ ଆକ୍ରମଣରେ ଚାଲିଗଲା ଜୀବନ

Published By : Prameya-News7 Bureau | October 04, 2021 IST

ମୋରଡା ୦୪।୧୦: ହାତୀ ଆକ୍ରମଣରେ ଜଣେ ମୃତ । ମୃତକ ରାସଗୋବିନ୍ଦପୁର ରେଞ୍ଜ ଅଧିନ ଭଦୁଆଶୋଳ ଗାଁର ବୋଲି ଜଣାପଡିଛି । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, କୌଣସି କାମ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲା । ହାତୀ ଆକ୍ରମଣରେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଛି । ଅଘଟଣ ସଂପର୍କରେ ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.