Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ

2/09/2020 at 8:50 AM

ନୀଳଗିରି ୦୧।୦୯: ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଧୋବଶିଳା ପଞ୍ଚାୟତ ଖୁଣ୍ଟୁଣା ଗାଁର  ଦୁଃଶାସନ ବାରିକ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି।

ଧୋବଶିଳା ପଞ୍ଚାୟତ ଖୁଣ୍ଟୁଣା ଗାଁର ଜଣେ ଯୁବକ ବିଦ୍ୟୁତ ଆଘାତରେ ମୃତ୍ୟୁବରଣ ହୋଇଛି । ଗାଁର କୈଳାଶ ବାରିକଙ୍କ ପୁଅ ଦୁଃଶାସନ ବାରିକ ଘରେ ଅସାବଧାନତା କାରଣରୁ ବିଦ୍ୟୁତ ଆଘାତ ଲାଗିଥିଲା । ଯାହାଫଳରେ ସେହିଠାରେ ସେ ଟଳିପଡ଼ିଥିଲେ, ତାଙ୍କୁ ନୀଳଗିରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି । ଏନେଇ ନୀଳଗିରି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ପୋଷ୍ଟ ମର୍ଟମ କରିଛି। ଦୁଃଶାସନଙ୍କ  ଏଭଳି ଅକାଳ ବିୟୋଗରେ ଗାଁରେ ଶୋକକୁଳ ପରିବେଶ ସୃଷ୍ଟି ହୋଇଛି ।

   Related Posts