Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
  • ||
  • ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ
  • ||
  • ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି
  • ||
  • ଆଜି ସୁସ୍ଥରେ ରେକର୍ଡ, ସୁସ୍ଥ ହୋଇ ଘରକୁ ଫେଲେ ୧୨୦୭୭ ଆକ୍ରାନ୍ତ
  • ||
  • ୧୭ ମେ ସୋମବାର ଖୋଲିବ କେଦାରନାଥ ଧାମ କବାଟ ।। ତୀର୍ଥ ପୁରୋହିତ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ବିଧିବିଧାନ ସହ କବାଟ ଖୋଲିବ ।। ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଜନତାଙ୍କ କଲ୍ୟାଣ ନିମନ୍ତେ ହେବ ପ୍ରଥମ ପୂଜା ।।
  • ||
  • ଆଗାମୀ ୩ ଦିନରେ ରାଜ୍ୟକୁ ମିଳିବ ଭ୍ୟାକସିନ୍‌ର ୫୧ ଲକ୍ଷ ଡୋଜ୍‌
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ, ବୁଡି ଜଣେ ଯୁବକ ମୃତ

15/11/2020 at 2:42 PM

ପୁରୀ ୧୫।୧୧: ପୁରୀ ସମୁଦ୍ରରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ କଟକ ଜଗତପୁର ଅଂଚଳର ବିଜେନ୍ଦ୍ର ବାରିକ୍। ସାଙ୍ଗମାନଙ୍କ ସହ ପୁରୀ ବୁଲିବାକୁ ଆସି ସମୁଦ୍ରରେ ଗାଧଉଥିବାବେଳେ ସେ ବୁଡ଼ିଯାଇଥିଲେ ।

ଖବର ଅନୁଯାୟୀ, ପୁରୀ ଦିଗବାରେଣୀ ଛକ ସମ୍ମୁଖ ବେଳାଭୂମିରେ ସାଙ୍ଗ ମାନଙ୍କ ସହ ବିଜେନ୍ଦ୍ର ଗାଧେଉଥିବା ବେଳେ ହଠାତ ସେ ନିଖୋଜ ହୋଇଯାଇଥିଲେ। କିନ୍ତୁ କିଛି ସମୟ ପରେ ଖୋଜାଖୋଜି ପରେ ତାଙ୍କ ମୃତଦେହ ପୁରୀ ହୋଟେଲ୍ ସମ୍ମୁଖ ବେଳାଭୂମିରୁ ଠାବ ହୋଇଥିଲା। ସେହିପରି କିଛି ଦିନ ତଳେ ପୁରୀ ସମୁଦ୍ରକୂଳରେ ଜଣେ ପର୍ଯ୍ୟଟକ ଗାଧୋଉଥିବା ବେଳେ ପାଣିରେ ବୁଡିଯାଇଥିଲେ । ବହୁ ଖୋଜା ଖୋଜ ପରେ ବି କୌଣସି ପତ୍ତା ମିଳିଥିଲା । ତାପର ଦିନ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଥିଲା ।

   Related Posts