Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଗଛରୁ ପଡି ସଫେଇ କର୍ମଚାରୀଙ୍କ ମୃତ୍ୟୁ

17/10/2020 at 11:30 AM

ରାଇରଙ୍ଗପୁର ୧୭।୧୦: ଗଛରୁ ପଡି ସଫେଇ କର୍ମଚାରୀଙ୍କ ମୃତ୍ୟୁ । ମୟୁରଭଞ୍ଜ ଜିଲ୍ଲାରୁ ରାଇରଙ୍ଗପୁର ସହରର ପୁରୁଣାଘାଟିରେ ଅଞ୍ଚଳରେ ଘଟିଛି ଘଟଣା । ମୃତ ଯୁବକଙ୍କ ନାମ କୁନା ବେହେରା ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଯୁବକଜଣଙ୍କ ଡାଳ କାଟିବାକୁ ଗଛରେ ଚଢିଥିଲେ । କିନ୍ତୁ ଡାଳ କାଟୁଥିବା ସମୟରେ ଭାରସାମ୍ୟ ହରାଇ ଗଛରୁ ପଡି ଯାଇଥିଲେ କୁନା । ମୃତ ଯୁବକଜଣଙ୍କ କୁନା ବେହେରା , ଯିଏକି ରାଇରଙ୍ଗପୁର ପୌରପାଳିକାରେ ସଫେଇ କର୍ମଚାରୀ ଭାବରେ କାର୍ଯ୍ୟ କରୁଥିଲେ । ତେବେ ଅତ୍ୟଧିକ ମଦ୍ୟପାନ ପାଇଁ ଏଭଳି ଦୁର୍ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକଙ୍କ ପକ୍ଷରୁ ସୂଚନା ମିଳିଛି । ପୋଲିସ ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି । ପୋଲିସ ମଧ୍ୟ ମାମଲାରେ ତଦନ୍ତ ଜାରି ରହିଛି ।

   Related Posts