Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ପିକ୍ଅପ୍ ଭ୍ୟାନ୍ ଧକ୍କାରେ ରେଳ କର୍ମଚାରୀ ମୃତ, ଡ୍ୟୁଟିକୁ ଯାଉଥିବା ବେଳେ ଚାଲିଗଲା ଜୀବନ

21/10/2021 at 10:48 AM

ରାଉରକେଲା ୨୧।୧୦: ଘରୁ ବାହାରିଥିଲେ ଡ୍ୟୁଟିକୁ , ହେଲେ ଆଉ ଫେରିଲେନି । ରାସ୍ତାରେ ଯେମିତି ଜଗିବସିଥିଲା ଯମ । ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ । ରାଉରକେଲା ବନ୍ଧମୁଣ୍ଡା ଥାନା ଡି.କେବିନ ଛକ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ, ମହେଶ ପ୍ରତିଦିନ ପରି ଆଜି ନିଜ ଡ୍ୟୁଟିକୁ ଯାଉଥିଲେ । ହେଲେ ହଠାତ୍‌ ବନ୍ଧମୁଣ୍ଡା ଥାନା ଡି.କେବିନ ଛକ ନିକଟରେ ଏକ ପିକ୍‌ ଅପ୍‌ ବାଇକ୍‌କୁ ଜୋରଦାର ଧକ୍କା ଦେଇଥିଲା । ଯାହାଫଳରେ ବାଇକ୍‌ଟି ଛିଟିକି ପଡିଥିଲା । ଏହି ଦୁର୍ଘଟଣାରେ ରେଲଓ୍ୱ କର୍ମଚାରୀ ମହେଶ ସିଙ୍ଗଙ୍କର ମୃତ୍ୟୁ ହୋଇଯାଇଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ମେଡିକାଲକୁ ପଠାଇଛି ।

   Related Posts