Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ନିଜ ଜାଲରେ ପଡି ଶିକାରୀ ମୃତ, ବାରହା ଶିକାର ପାଇଁ ଇଲେକ୍ଟ୍ରି ତାର ବିଛାଇଥିଲେ

25/10/2020 at 12:27 PM

ସୁନ୍ଦରଗଡ଼ ୨୫।୧୦: ନିଜ ଜାଲରେ ପଡି ଶିକାରୀ ମୃତ । ବାରହା ଶିକାର ପାଇଁ ଇଲେକ୍ଟ୍ରି ତାର ବିଛାଇଥିଲେ, ହେଲେ ସେଥିରେ ନିଜେ ପଡି ପ୍ରାଣ ହରାଇଲେ । ସୁନ୍ଦରଗଡ ସଦର ଫରେଷ୍ଟ ରେଞ୍ଜ ବଡ଼ମାହଲ ଗାଁର ଘଟଣା ।

ଖବର ଅନୁଯାୟୀ, ବାରହା ଶିକାର କରିବାକୁ ବିଲରେ ବିଦ୍ୟୁତ ତାର ବିଛାଇଥିଲେ ଶିକାରୀ  । ସକାଳୁ ସକାଳୁ ଯାଇ ବାରହା ପଡିଛି କି ନାହିଁ ଦେଖିବାକୁ ଯାଇଥିବାବେଳେ  ନିଜ ଜାଲରେ ନିଜେ ପଡିଯାଇଥିଲେ । ଅସାବଧାନତା କାରଣରୁ ନିଜ ଦେହରେ ଲାଗି ଯାଇଥିଲା କରେଣ୍ଟ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇ ଯାଇଥିଲା ।

   Related Posts