Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ : ଜଣେ ମୃତ, ଜଣେ ଗୁରୁତର

11/07/2021 at 3:27 PM

କେନ୍ଦୁଝର ୧୧।୭: ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଜଣେ ଗୁରୁତର । ଶନିବାର ବିଳମ୍ବିତ ରାତିରେ ଝୁମ୍ପୁରା ଥାନା ଅଞ୍ଚଳର ପରେଶ୍ବର ସାହୁ ଓ କୁନ୍ଦନ କୁମାର ସାହୁ ଏକ କାରରେ ୨୦ ନମ୍ବର ଜାତୀୟ ରାଜପଥରେ ନିଜ ଘରକୁ ଫେରୁଥିବା ସମୟରେ ଟାଙ୍ଗରାଣୀ ଗାଁ ନିକଟସ୍ଥ ମିସ୍ବହ ଇଂଲିସ ମିଡିୟମ ସ୍କୁଲ ନିକଟରେ ଭାରସାମ୍ୟ ହରାଇ ଏକ ଘଛରେ ପିଟିହୋଇ ଯାଇଥିଲା ।

ଫଳରେ ଘଟଣାସ୍ଥଳରେ ହିଁ ପରେଶ୍ବର ସାହୁଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ କୁନ୍ଦନ ସାହୁଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଝୁମ୍ପୁରା ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଝୁମ୍ପୁରା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । 

   Related Posts