Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଅଜଣା ଗାଡି ଧକ୍କାରେ ବାଇକ୍ ଆରୋହୀ ମୃତ, ଅନ୍ୟ ଜଣେ ଗୁରୁତର

14/08/2020 at 1:22 PM

ସୋର ୧୪।୮: ଅଜଣା ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଆହତଙ୍କୁ ମେଡିକାଲରେ ଭର୍ତ୍ତି କରି ତଦନ୍ତ କରୁଛି ପୋଲିସ ।

ସୂଚନାଯୋଗ୍ୟ ଯେ, ୧୬ନଂ ଜାତୀୟ ରାଜପଥ ଚଡକମରାଠାରେ ଅଜଣା ବାଇକ୍ ଆରୋହୀଙ୍କ ଧକ୍କା ଦେଇଥିଲା ଅଜଣା ଗାଡି । ଦୁର୍ଘଟଣାରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସିମୁଳିଆ ଥାନା ବରି ଅଞ୍ଚଳର ଅମୂଲ୍ୟ ଶିଅଳ । ଅନ୍ୟ ଜଣେ ନାରାୟଣ ଶିଅଳ ଗୁରୁତର ହୋଇଛନ୍ତି । ତାଙ୍କୁ ବାଲେଶ୍ବର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

   Related Posts