ଟ୍ରକ୍ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର

Published By : Prameya-News7 Bureau | September 17, 2021 IST

ବଲାଙ୍ଗୀର ୧୭।୯: ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା । ସାତମାଇଲ ଛକରେ ଟ୍ରକ୍ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର । ମୃତକ ହେଲେ କୁଲେରବାହାଲି ଗାଁର ଅର୍ଜୁନ ବାଗ । ଗୁରୁତର ଲମ୍ବୋଦର ବଗର୍ତ୍ତି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ।

{"id":512949,"width":754,"height":415,"sizeSlug":"full","linkDestination":"none"}

ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ମୃତଦେହ ରଖି ବଲାଙ୍ଗିର-ସୋନପୁର ରାସ୍ତା ଅବରୋଧ କଲେ ସ୍ଥାନୀୟ ବାସିନ୍ଦା। ଟ୍ରକ୍ ଡ୍ରାଇଭର ପୁଇଁତଲା ପୋଲିସ ଅଟକ ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.