Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||
  • ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୨ ବିରୋଧି ଦଳ, ମାଗଣା ଟିକା ସହ ବେରୋଜଗାରୀଙ୍କୁ ଭତ୍ତା ଦେବାକୁ ରଖିଲେ ଦାବି
  • ||
  • ପଶ୍ଚିମ ଓଡିଶାରେ କରୋନା ପରିଚାଳନା ଦାୟିତ୍ୱ ନେବ ଡବ୍ଲ୍ୟୁଓଡିସି, ୧୦ ଜିଲ୍ଲାକୁ ଦେଲା ୨୫ କୋଟି ଟଙ୍କା
  • ||
  • ଅମାନିଆଙ୍କୁ ସାବାଡ୍ କରିବାକୁ ଯାଇଥିଲେ, ତହସିଲଦାରଙ୍କୁ ବାଟୁଳି ମାଡ କଲେ ଲୋକେ
  • ||
  • କବର ଦେବାକୁ ଘରେ ନଥିଲେ କେହି ପୁରୁଷ, ପିପିଇ କିଟ୍ ପିନ୍ଧି ମୁସଲିମ୍ ବୃଦ୍ଧଙ୍କ ଶେଷକୃତ୍ୟ ସମ୍ପନ୍ନ କଲେ ବିଡିଓ
  • ||
  • ପୃଥିବୀରେ ହେବ ଉଲକା ବର୍ଷା, ଏହି ଦିନ ଆକାଶରେ ଦେଖିବାକୁ ମିଳିବ ଦୁର୍ଲଭ ଦୃଶ୍ୟ…
  • ||

ବାଇକ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଅନ୍ୟ ଜଣେ ଗୁରୁତର

4/11/2020 at 10:23 AM

ଅନୁଗୁଳ ୦୪।୧୧: ଅନୁଗୁଳ କିଶୋର ନଗର ବ୍ଲକ ହଣ୍ଡପା ରାଇବାହାଳ ନାଳରେ ବାଇକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

 ଖବର ଅନୁଯାୟୀ, ୨ଜଣ ଏକ ବାଇକ ଯୋଗେ କିଶୋରନଗରରୁ ଆଠମଲ୍ଲିକ ଯାଉଥିଲେ । କିନ୍ତୁ ରାସ୍ତାରେ ଅଚାନକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଥିଲେ । ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଆଠମଲ୍ଲିକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକ ବିନୋଦ ପାଣ୍ଡେ (୩୫) । ଆହତ ଥିବା ବ୍ୟକ୍ତିଙ୍କ ନାମ ଭୀମସନ ମଲ୍ଲିକ। ଘଟଣାସ୍ଥଳରେ ଆଠମଲ୍ଲିକ ପୋଲିସ ପହଁଚି ତଦନ୍ତ ଜାରି ରଖିଛି ।

   Related Posts