Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ବାଇକ ଆରୋହୀଙ୍କ ଉପରେ ଚଢିଗଲା ହାଇଓ୍ୱା ଟ୍ରକ, ଘଟଣାସ୍ଥଳରେ ମୃତ୍ୟୁ

31/10/2020 at 9:27 AM

ଭଦ୍ରକ ୩୧।୧୦: ବାଇକ ଆରୋହୀଙ୍କ ଉପରେ ଚଢିଗଲା ଟିପ୍‌ସ ବୋଝେଇ ହାଇଓ୍ୱା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଧାମନଗର ସଣ୍ଢପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ଭଦ୍ରକ ଜିଲ୍ଲା ଧାମନଗର ଥାନା ଦକ୍ଷିଣବାଡ଼ ଛକ ନିକଟରେ ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ, ଧାମନଗର ଥାନା ଦକ୍ଷିଣବାଡ଼ ଛକ ନିକଟରେ ବାଇକ ଆରୋହୀକୁ ଧକ୍କା ଦେଇଥିଲା ଚିପ୍‌ସ ବୋଝେଇ ହାଇଓ୍ୱା । ବାଇକ୍‌ ଆରୋହୀ ତଳେ ପଡିଯାଇଥିବା ବେଳେ ହାଇଓ୍ୱାଟି ଉପରେ ଚଢିଯାଇଥିଲା । ଯାହାଫଳରେ କି ଘଟଣାସ୍ଥଳରେ ହିଁ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଛି । ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟଲୋକଙ୍କ ବୁଝାସୁଝା କରୁଛି ।

   Related Posts