Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
  • ||

ପାଣିରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ…

9/08/2020 at 1:22 PM

କଣ୍ଟାବାଞ୍ଜି ୦୮।୦୮: ପାଣିରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଯାଇଛି । ଏଭଳି ଏକ ଘଟଣା ଘଟିଛି ବଙ୍ଗୋମୁଣ୍ଡା ଥାନା ଖଇରା ଗାଁରେ । ମୃତକ ମୈତ୍ର ତାଣ୍ଡି ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଗାଁର ମୈତ୍ର ତାଣ୍ଡି ଶୌଚ ହେବାକୁ ବାହାରକୁ ଯାଇଥିଲେ । ବୃଦ୍ଧ ଜଣକ ଅସାବଧାନତା ଯୋଗୁଁ ପାଣିରେ ପଡି ଯାଇଥିଲେ। ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଯାଇଛି ବୋଲି କୁହାଯାଉଛି । ତେବେ ଖବର ପାଇ ବଙ୍ଗୋମୁଣ୍ଡା ପୋଲିସ ଘଟଣା ପହଞ୍ଚି ଶବକୁ ଜବତ କରିଛି । ଶବ ବ୍ୟବେଚ୍ଛଦ ପାଇଁ କଣ୍ଟାବାଞ୍ଜି ମେଡିକାଲକୁ ପଠାଯାଇଥିଲା । ସେହିପରି ମୃତକଙ୍କ ଶବ ବ୍ୟବଚ୍ଛେଦ କରାଇ ପରିବାର ବର୍ଗକୁ ହସ୍ତାନ୍ତର କରାଯାଇଛି ।

   Related Posts