Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଜୁନାନିବାହାଲ ଜଙ୍ଗଲରେ ଏନ୍‌କାଉଣ୍ଟର, ଜଣେ ନକ୍ସଲ ନିହତ

28/11/2021 at 7:53 AM

ବଲାଙ୍ଗୀର ୨୮।୧୧: ବଲାଙ୍ଗିର ପୋଲିସର ଅପରେସନ୍ ରେ ଜଣେ ନକ୍ସଲ ମୃତ । ବଲାଙ୍ଗିର ପୋଲିସର ଡି.ଭି.ଏଫ୍. ଟିମ୍ ଜୁନାନିବାହାଲ ଜଙ୍ଗଲରେ ଅପରେସନ୍ କରୁଥିବା ବେଳେ ନକ୍ସଲଙ୍କ ସହ ମୁହାଁମୁହିଁ ହୋଇଥିଲା । ଏଥିରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି ।

ଖବର ଅନୁଯାୟୀ, ଶନିବା ସଂଧ୍ୟାରେ ଡିଭିଏଫ୍ ଯବାନମାନେ ଜଙ୍ଗଲରେ କମ୍ବିଂ ଅପରେସନ କରୁଥିଲେ । ଏହି ସମୟରେ ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ଏଥିରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି । ତା ଠାରୁ ଗୋଟିଏ ଏସ୍.ଏଲ୍.ଆର. ରାଇଫଲ ମିଳିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତ ନକ୍ସଲର ପରିଚୟ ମିଳିନାହିଁ ।

   Related Posts