Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଯବାନଙ୍କ ଗୁଳିରେ ନକ୍ସଲ ମୃତ, ବନ୍ଧୁକ ଓ ଅସ୍ତ୍ରଶସ୍ତ୍ର ଜବତ

5/12/2020 at 3:03 PM

ମାଲକାନଗିରି ୫।୧୨: ଯବାନଙ୍କ ଗୁଳିରେ ଜଣେ ନକ୍ସଲ ମୃତ । ଶୁକ୍ରବାର ସନ୍ଧ୍ୟାରେ ଛତିଶଗଡ଼ ବିଜାପୁର ଜିଲ୍ଲା ଗଙ୍ଗାଲୁର୍ ଥାନା ନିକଟସ୍ଥ ହାଓକା ଜଙ୍ଗଲ ନିକଟରେ ଡିଆରଜି, ସିଆରପିଏଫ୍ ଯବାନମାନେ ମାଓ ବିରୋଧୀ ଅଭିଯାନ ସାରି ଫେରୁଥିବା ବେଳେ ନକ୍ସଲ ଏବଂ ଯବାନ ମୁହାଁମୁହିଁ ହୋଇଥିଲେ । ଆଉ ଗୁଳିବିନିମୟ ପରେ ଜଣେ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି । ଗୋଟିଏ ବନ୍ଧୁକ ଓ କିଛି ଅସ୍ତ୍ରଶସ୍ତ୍ର ଜବତ କରିଛି ପୋଲିସ ।

   Related Posts