ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ୧୬୦ ଛୁଇଁଲା ମୋଟ ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | May 03, 2020 IST

ଭୁବନେଶ୍ୱର ୦୩।୦୫: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୫୯ରୁ ୧୬୦କୁ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ୍‌ରୁ ସୂଚନା ମିଳିଛି ।

{"id":263771,"sizeSlug":"large"}
{"id":263772,"width":570,"height":857,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.