Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଓଭରବ୍ରିଜ ବାଡ଼ରେ ପିଟିହୋଇ ବାଇକ ଚାଳକଙ୍କ ମୃତ୍ୟୁ, ଜଣେ ଗୁରୁତର

11/11/2019 at 10:51 AM

ରାଉରକେଲା ୧୧।୧୧ :   ରାଉରକେଲା  ବାସନ୍ତି ନଗର ଓଭରବ୍ରିଜ୍ ବାଡରେ ପିଟି ହୋଇ  ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି ।

ସୂଚନାଯୋଗ୍ୟ ଯେ , ରାଉରକେଲା ବାସନ୍ତି ନଗର ଓଭରବ୍ରିଜ୍ ଉପରେ ଗତ କାଲି ବିଳମ୍ବିତ ରାତିରେ  ଓଭରବ୍ରିଜ ବାଡରେ ପିଟିହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ ଗୁରୁତର ହୋଇଥିଲେ ।  ରବିବାର ରାତି ପ୍ରାୟ ଗୋଟାଏ ବେଳେ ଦୁଇଜଣ ବନ୍ଧୁ ବାଇକରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଭରବ୍ରିଜ ବାଡ଼ରେ ପିଟି ହୋଇଯାଇଥିଲା । ଘଟଣାସ୍ଥଳରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଯାଇଥିଲା ।  ଉଦିତନଗର ଥାନା ପୋଲିସ  ଘଟଣାସ୍ଥଳରେ ପହଂଚି ଗୁରୁତର ଥିବା ବ୍ୟକ୍ତିଙ୍କୁ IGH ରେ ଭର୍ତ୍ତି କରାଇଥିଲେ । ମୃତ ଯୁବକ ବାସନ୍ତି ନଗରରେ ସୁମିତ କୁଅଁର ବୋଲି ଜଣାପଡିଛି। ସୁମିତଙ୍କ  ବିବାହ ଦେଢ଼ ବର୍ଷ ତଳେ ହୋଇଥିଲା । ଡାକ୍ତରଙ୍କ କହିବା ଅନୁସାରେ ଗୁରୁତର ଥିବା ବ୍ୟକ୍ତି ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି ।

   Related Posts