Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଚାଲିଥିଲା ବାଘଛାଲ ବିକ୍ରି, ମାଡିବସିଲା STF

19/10/2021 at 11:04 AM

ଭୁବନେଶ୍ୱର ୧୯।୧୦: STF ପଞ୍ଝାରେ ବାଘଛାଲ ବେପାରୀ। ବାଘ ଛାଲ ବିକ୍ରି ପାଇଁ ଡିଲ୍ ଚାଲିଥିବା ବେଳେ ମାଡିବସିଲା STF । ୨ଟି କଲରା ପତରିଆ ବାଘ ଛାଲ ଜବତ ସହ ଜଣଙ୍କୁ ଗିରଫ କରାଯାଇଛି ।

ଖବର ଅନୁଯାୟୀ, ବୌଦ୍ଧ ମନମୁଣ୍ଡା ଫରେଷ୍ଟ ରେଞ୍ଜ୍ କପାସିରା ଗାଁରେ ଚାଲିଥିଲା ଡିଲ୍ । ଏନେଇ ଗୁଇନ୍ଦା ସୂଚନା ପାଇଥିଲା STF । ସୂଚନା ପାଇ ଚଢାଉ କରିଥିଲା STF । ତେବେ ଏହି ଚଢାଉରେ  କଲରା ପତରିଆ ବାଘ ଛାଲ ଜବତ ହେବା ସହ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ବୌଦ୍ଧ କଣ୍ଟାମାଳ ଅଞ୍ଚଳର ଜୀବର୍ଦ୍ଧନ ଭୋଇ। ତା ନିକଟରୁ ୨ଟି କଲରା ପତରିଆ ବାଘ ଛାଲ ଜବତ ହୋଇଛି ।

ସେହିପରି ଗତ ବର୍ଷେ ମଧ୍ୟରେ STF ୧୮ଟି ବାଘ ଛାଲ, ୯ଟି ହାତୀ ଦାନ୍ତ, ୨ଟି ହରିଣ ଛାଲ, ୫ଟି ଜୀବନ୍ତ ବଜ୍ରକାପ୍ତା, ୧୫ କେଜି ବଜ୍ରକାପ୍ତା କାତି ଜବତ କରିଥିବା ବେଳେ ୩୬ ଜଣଙ୍କୁ ଗିରଫ ଗଲାଣି ।

   Related Posts