Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

କରୋନା ଯୁଦ୍ଧରେ ହାରିଗଲେ ଯୋଦ୍ଧା , ଖଣ୍ଡଗିରି ଥାନା ASI ଶିଶିର କୁମାର ସେଠୀଙ୍କ ପରଲୋକ

14/09/2020 at 12:10 PM

ଭୁବନେଶ୍ୱର ୧୪।୦୯: ଅଣାୟତ୍ତ କରୋନା । ପ୍ରତିଦିନ ଅଧିକ ଭୟଙ୍କର ଭାବେ ମାଡିଚାଲିଛି କରୋନା ଭାଇରସ । ଯାହାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦେକ୍ଷପ ନେଉଛନ୍ତି । ତେବେ କରୋନା ଯୁଦ୍ଧରେ ହାରିଯାଇଛନ୍ତି ଯୁବ କୋଭିଡ ଯୋଦ୍ଧା ।

ଭୁବନେଶ୍ୱରର ଖଣ୍ଡଗିରି ଥାନାରେ କାର୍ଯ୍ୟରତ ପୋଲିସ ଏଏସ୍.ଆଇ ଶିଶିର କୁମାର ସେଠୀ କରୋନାରେ ଲଢେଇ ହାରିଯାଇଛନ୍ତି । କରୋନାରେ ଭାଇରସରେ  ପ୍ରାଣ ହରାଇଛନ୍ତି ଶିଶିର କୁମାର ସେଠୀ । ସେ ଜଣେ ଭଲ ଅଫିସର ଥିଲେ । ସଦାସର୍ବଦା ନିଜ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ବେଶ୍‌ ଜଣାଶୁଣା ଥିଲେ ଥାନା ଅଧିକାରୀ ଶିଶିର । ଡ୍ୟୁଟି ସମୟରେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ଏନେଇ ଭୁବନେଶ୍ୱର ଡିସିପି ପକ୍ଷରୁ ଟ୍ବିଟ୍‌ର ଜରିଆରେ ସୂଚନା ଦେଇଛନ୍ତି । ତାଙ୍କ ପରିବାର ସଦସ୍ୟ ଓ ୩ ଝିଅଙ୍କୁ କମିଶନରେଟ୍‌ ପୋଲିସ ପକ୍ଷରୁ ଆଶ୍ବାସନା ଦିଆଯାଇଛି।

   Related Posts