Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଓଡ଼ିଶାରେ `ଗୋଟିଏ ଦେଶ, ଗୋଟିଏ ରେସନ କାର୍ଡ଼’ ପ୍ରଚଳନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମାଲକାନଗିରିରୁ ହେଲା ଆରମ୍ଭ

29/07/2021 at 10:26 PM

ମାଲକାନଗିରି, ୨୯/୦୭: ସାଧାରଣ ବଣ୍ଟନ ବ୍ୟବସ୍ଥା ମାଧ୍ୟମରେ ସ୍ବାସ୍ଥ୍ୟବର୍ଦ୍ଧକ ଭିଟାମିନ୍‌ଯୁକ୍ତ ଚାଉଳ ବଣ୍ଟନ ଏବଂ ଓଡ଼ିଶାରେ `ଗୋଟିଏ ଦେଶ, ଗୋଟିଏ ରେସନ କାର୍ଡ଼’ ପ୍ରଚଳନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲକାନଗିରି ଜିଲ୍ଲାକୁ ପାଇଲଟ ପ୍ରୋଜେକ୍ଟ ଭାବେ ବିଚାର କରି ରାଜ୍ୟ ସରକାର ଆଜିଠାରୁ ଗରିବ ଲୋକଙ୍କ ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ।

ମାଲକାନଗିରି ଜିଲ୍ଲାର ମାଟ ୧ଲକ୍ଷ ୫୭ ହଜାର ୮୩ ହିତାଧିକାରୀଙ୍କୁ ମାସିକ ୩୨ହଜାର ୧୦୩ କୁଇଣ୍ଟାଲ ଭିଟାମିନ୍‌ ଯୁକ୍ତ ପିଡିଏସ୍‌ ଚାଉଳ ଯୋଗାଇ ଦିଆଯିବ। ବ୍ରହ୍ମପୁରରେ ମଧ୍ୟ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗଞ୍ଜାମ ଜିଲ୍ଲାର ୬୯୪ ସୁଲଭ ବିକ୍ରୟ କେନ୍ଦ୍ରରେ ଭିଟାମିନ୍‌ଯୁକ୍ତ ଚାଉଳ ଯୋଗାଇବାକୁ ବ୍ୟବସ୍ଥା କରାଯାଇଛି ।

   Related Posts