ଭୁବନେଶ୍ବରରେ ଅଗ୍ନିକାଣ୍ଡ: ଗ୍ୟାସ ସିଲିଣ୍ଡର ଫାଟି ଲାଗିଲା ନିଆଁ, ଜଣେ ଗୁରୁତର
27/12/2020 at 8:34 PM

ଭୁବନେଶ୍ବର୨୭/୧୨: ଭୁବନେଶ୍ବର ଗଙ୍ଗନଗରରେ ଅଗ୍ନିକାଣ୍ଡ। ଗ୍ୟାସ ସିଲିଣ୍ଡ ଫାଟି ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେଉଁ ପରିସ୍ଥିତି ଏବଂ କିପରି ଗ୍ୟାସ ଫାଟିଲା, ସେହି ସଂପର୍କରେ କୌଣସି ସୂଚନା ମିଳି ପାରି ନାହିଁ। ଏହି ଅଗ୍ନିକାଣ୍ଡରେ ଜଣେ ଗୁରୁତର ହୋଇଥିବା ସୂଚନା ରହିଛି।
Related Posts
ଲକ୍ଷ୍ମୀଙ୍କ ଅପେକ୍ଷାର ଅନ୍ତ, ନିର୍ବିଘ୍ନରେ କରିବେ କାଳିଆ ଦର୍ଶନ
20 January 2021
ସେକ୍ସ ରାକେଟ୍ର ପର୍ଦ୍ଦାଫାଶ: ରାଣୀ ମହୁମାଛି ସହ ୨ ଦେହଜୀବୀ ଗିରଫ
20 January 2021