Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||
  • ବିସ୍ଫୋରଣ କରି ଟ୍ରେନ୍ ଲାଇନ ଉଡାଇଲେ ନକ୍ସଲ, ପୋଷ୍ଟରରେ ଦେଲେ ଧମକ
  • ||
  • କୁହୁଡିର ଚାଦରରେ ଜଗତସିଂହପୁର, ଗମନାଗମନ ବାଧାପ୍ରାପ୍ତ
  • ||

ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

17/09/2019 at 12:53 PM

ବାଲିପାଟଣା ୧୭।୯: ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ । ମୃତକ ହେଉଛନ୍ତି ବାଲିପାଟଣା ଥାନା ଅଠାନ୍ତର ଗ୍ରାମର ପ୍ରତାପ ନାଥ ।

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ବାଲିପାଟଣା କଲେଜ ଛକରେ ପ୍ରତାପ ବାଇକ୍ ରେ ଆସୁଥିବା ବେଳେ ତାଙ୍କ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ପ୍ରତାପ ଗୁରୁତର ଭାବେ ଆହାତ ହୋଇଥିଲେ । ଖବର ପାଇ ବାଲିପାଟଣା ଥାନା ପିସିଆର୍ ପ୍ରତାପଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ରେ ଭର୍ତ୍ତି କରିଥିଲେ । ତେବେ ଡ଼ାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ ।

   Related Posts