Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜବେଷ୍ଟସ୍ ଭାଙ୍ଗି ଦୋକାନରୁ ଚୋରି କରୁଥିଲେ ୨ ସିକ୍ୟୁରିଟି ଗାର୍ଡ, ଧରିଦେଲେ ଗାଁ ଲୋକେ
  • ||
  • ଭିଜିଲାନ୍ସ ନିର୍ଦ୍ଦେଶକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ଘରୁ ଉଠାଇ ନେଇ ନାବାଳିକାଙ୍କୁ ଦୁଷ୍କର୍ମ, ୨ ଗିରଫ
  • ||
  • ଆଖିବୁଜିଲେ ଫ୍ଲାଇଂ ଶିଖ୍ ତଥା କିମ୍ୱଦନ୍ତୀ ଧାବକ ମିଲଖା ସିଂହ
  • ||
  • ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କର ପରଲୋକ
  • ||
  • ବିରୋଧ ପରେ ବାଟକୁ ଆସିଲା ହକି ଇଣ୍ଡିଆ, ଦିଲ୍ଲୀପ ତିର୍କୀ ଆଡହକ୍ କମିଟିର ଚେୟାରମାନେ ଭାବେ ନିଯୁକ୍ତ
  • ||

ଓଲଟିଲା ପିଆଜ ବୋଝେଇ ଟ୍ରକ: ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର ଏବଂ ହେଲପର

2/11/2020 at 9:09 PM

ଆଠଗଡ଼୨/୧୧: ଭାରସାମ୍ୟ ହରାଇ ୧୦ ଫୁଟ ତଳକୁ ଓଲଟିଲା ପିଆଜ ବୋଝେଇ ଟ୍ରକ। କଟକ ଜିଲ୍ଲା କାନପୁର ଥାନା ଅନ୍ତର୍ଗତ ଋଷିପଡା ଛକ ନିକଟରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି।

ମହାରାଷ୍ଟ୍ର ରାଜ୍ୟ ନାସିକରୁ ଏହି ପିଆଜ ବୋଝେଇ ଟ୍ରକଟି ଭୁବନେଶ୍ୱର ଅଭିମୁଖେ ଯାଉଥିବା ସୂଚନା ମିଳିଛି।

ରାତି ଅନିଦ୍ରା ହୋଇ ଫେରିବା ସମୟରେ ଡ୍ରାଇଭରଙ୍କ ଆଖି ଲାଗି ଯାଇଥିବା ହେଲପର କହିଛନ୍ତି। ଏହି ଅଘଟଣାରେ ଡ୍ରାଇଭର ଓ ହେଲପରଙ୍କୁ କୌଣସି ଆଘାତ ଲାଗିନଥିବା ସୂଚନା ମିଳିଛି। ଟ୍ରକଟିରେ ୨୧ ଟନ୍ ପିଆଜ ବୋଝେଇ ହୋଇ ଆସୁଥିବା ବେଳେ ପିଆଜର ମୂଲ୍ୟ ପ୍ରାୟ ୧୪ ଲକ୍ଷ ହେବ ବୋଲି ଅନୁମାନ କରାଯାଉଛି। କାନପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି।

   Related Posts