Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଅନ୍‌ଲାଇନ୍‌ରେ ପାଠ ପଢ଼ିବେ ଦଶମ ଶ୍ରେଣୀ ପିଲା, ଏପ୍ରିଲ ୧୪ରୁ ଦୀକ୍ଷା ଆପ୍ ମାଧ୍ୟମରେ ହେବ ପାଠପଢ଼ା

7/04/2020 at 12:07 PM

ଭୁବନେଶ୍ୱର ୦୭।୦୪: ସାରା ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ରହିଛି । ତେବେ ଏଭଳି ସ୍ଥିତିରେ ଘରେ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି । ସରକାରଙ୍କ ଆଗୁଆ ସତର୍କତ ପଦକ୍ଷେପ ଲାଗି ପିଲାଙ୍କ ପାଠପଢା ସମ୍ପୂର୍ଣ୍ଣ ଭାବେ ଠପ୍‌ ହୋଇଯାଇଛି । ତେବେ ଏଥିପାଇଁ ସରକାର ଏକ ନୂତନ ପଦକ୍ଷେପ ଗ୍ରହଣ କରିଛିନ୍ତି । ଏଣିକି ପିଲାମାନେ ଅନ୍‌ଲାଇନ୍‌ପରେ ପାଠ ପଢିବେ ବୋଲି ବିଭାଗୀୟ ମନ୍ତ୍ରୀ ସମୀର ଦାଶ ସୂଚନା ଦେଉଛନ୍ତି ।

ଅନ୍ ଲାଇନ୍ ରେ ପାଠ ପଢ଼ିବେ ଦଶମ ଶ୍ରେଣୀ ପିଲା । ଏପ୍ରିଲ ୧୪ ପରେ ଅନ୍ ଲାଇନ୍  ମାଧ୍ୟମରେ ପାଠ ପଢ଼ିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । କେନ୍ଦ୍ର ସରକାରଙ୍କ ଦୀକ୍ଷା ଆପ୍  ଦ୍ବାରା ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଯିବ ବୋଲି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୧୪ ତାରିଖ ପରେ ପିଲାଙ୍କୁ ପାଠପଢ଼ା ଯିବ ବୋଲି ଜଣାପଡ଼ିଛି । ଏହି ଆପ୍ ଦ୍ୱାରା ଶିକ୍ଷକ, ଶିକ୍ଷୟତ୍ରୀମାନେ ଛାତ୍ରଛାତ୍ରୀମାନଙ୍କୁ  ଏନେଇ ଗାଇଡ୍ କରିବେ । ଏନେଇ ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

   Related Posts