Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆରମ୍ଭ ହେବ ଅନଲାଇନ୍ ଟିକେଟ ବ୍ୟବସ୍ଥା : 9pm Discussion (26.11.2018)

26/11/2018 at 11:12 PM

ଆଜିର ବିତର୍କ – ଶ୍ରୀଜିଉଙ୍କ ପାଇଁ ଟିକେଟ୍ ।
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ଟିକେଟ୍ ଦର୍ଶନ ବ୍ୟବସ୍ଥା । ମହାପ୍ରଭୁଙ୍କ ସ୍ୱତନ୍ତ୍ର ଦର୍ଶନ ପାଇଁ ଅନଲାଇନରେ ଟିକେଟ୍ ବୁକ୍ କରିପାରିବେ ଭକ୍ତ । ଆଜି ବସିଥିବା ପରିଚାଳନା କମିଟି ବୈଠକରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ଏକ କମିଟି ଗଠନ କରାଯାଇଛି । ଏହି କମିଟି ନିଷ୍ପତ୍ତି ନେବ କେଉଁ ସମୟରେ, କେତେ ଟିକେଟଧାରୀ ଶ୍ରଦ୍ଧାଳୁ ଶୀଜିଉଙ୍କୁ ଦର୍ଶନ କରିପାରିବେ ।

   Related Posts