Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ମାତ୍ର କିଛି ସମୟର ଅପେକ୍ଷା ପେଡ଼ି ଖୋଲିବେ ନିର୍ମଳା ସୀତାରମଣ…

1/02/2020 at 10:08 AM

ନୂଆଦିଲ୍ଲୀ୧/୨: ସଂସଦରେ ପହଞ୍ଚିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ମାତ୍ର କିଛି ସମୟର ଅନ୍ତ ପରେ ଗୃହରେ ଉପସ୍ଥାପନ ହେବ ଆର୍ଥିକ ବର୍ଷ ୨୦୨୦-୨୧ ବର୍ଷର ସାଧାରଣ ବଜେଟ୍‌। ଚାଷୀମାନଙ୍କ ପାଇଁ ଏହି ବଜେଟ୍‌ରେ କିଛି ଖାସ୍‌ ରହିଥିବା କୁହାଯାଉଛି। ତେବେ ନିର୍ମଳା ସୀତାରମଣଙ୍କ ପେଡ଼ିରେ କଣ ରହିଛି ତାହା କିଛି ସମୟ ପରେ ଜଣାପଡ଼ିବ। ଗତ ବର୍ଷ ଜୁଲାଇ ମାସରେ ବ୍ରିଫ୍‌କେସ ବଦଳରେ ବହିଖାତା ବ୍ୟବହାର କରିଥିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଯାହାକୁ ନେଇ ସରକାରକୁ ଘେରିଥିଲେ ବିରୋଧୀ। ବର୍ତ୍ତମାନ ସମୟରେ ସଂସଦରେ କେନ୍ଦ୍ରମନ୍ତ୍ରୀ ଓ ବିଶେଷଜ୍ଞମାନେ ପହିଞ୍ଚିଛନ୍ତି।

ଗତ ବର୍ଷର ବଜେଟ୍ କଥା କହିବା ତେବେ  ପ୍ରଧାନମନ୍ତ୍ରୀ କହିଥିଲେ ଯେ ୩ ଲକ୍ଷ କୋଟି ଡଲାରର ଅର୍ଥ ବ୍ୟବସ୍ଥା ରହିବ। କିନ୍ତୁ ଅନ୍ୟପଟେ ମୋଦି ସରକାର ୫ ଲକ୍ଷ କୋଟି ଡଲାର ଅର୍ଥ ବ୍ୟବସ୍ଥାର ଲକ୍ଷ୍ୟ ରଖିଥିଲେ।

   Related Posts