ଅପରେସନ୍ ଗ୍ରୀନ୍ କ୍ଲିନ୍ : ୧୩ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
10/12/2020 at 9:46 AM

ମୋହନା ୧୦।୧୨: ଗଜପତି ଜିଲ୍ଲାରେ ଅପରେସନ୍ ଗ୍ରୀନ୍ କ୍ଲିନ୍ ଅଭିଯାନ ଜାରି ରହିଛି । ଆର. ଉଦୟଗିରି ଥାନା ଲାଟିଙ୍ଗି ଗାଁ ନିକଟରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୭ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୩ କୋଟି ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ଗତ ୩ ସପ୍ତାହ ମଧ୍ୟରେ ଗଜପତି ଜିଲ୍ଲାରେ ପ୍ରାୟ ୨ ଶହ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ଜଣାପଡିଛି ।
Related Posts
ନନ୍ଦନକାନନ: ଜଗୁଳିଆଙ୍କ ମାଡରେ ରେଞ୍ଜରଙ୍କ ପୁଅ ଆହତ
26 January 2021
ଦିଗପହଣ୍ଡି: ତ୍ରିରଙ୍ଗା ପତାକାକୁ ଅସମ୍ମାନ
26 January 2021
ସି.ଆର୍.ପି.ଏଫ୍ରେ ଯୋଗ ଦେବେ କର୍ଲାମୁଣ୍ଡାର ଝିଅ ସୌମ୍ୟାରାଣୀ
26 January 2021