Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ରାଉରକେଲା ଆଇଜିଏଚ ହସ୍ପିଟାଲକୁ ନେଇ ବିଜେପିକୁ ଟାର୍ଗେଟ କଲେ ବିରୋଧୀ

24/06/2018 at 11:20 AM

ରାଉରକେଲା ଆଇଜିଏଚ ହସ୍ପିଟାଲ କାମ ଆରମ୍ଭ ହେବା ନେଇ ଦିନକୁ ଦିନ ବଢି ଚାଲିଛି ଆରୋପ ପ୍ରତ୍ୟାରୋପ | ଏ ପ୍ରସଙ୍ଗରେ ରାହୁଲ ଗାନ୍ଧୀଙ୍କ ଟ୍ୱିଟ ଓ ତାର ଜବାବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରିଟ୍ୱିଟ ପରେ ବିଜେପିକୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନରସିଂହ ମିଶ୍ର |

   Related Posts