Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଜଗନ୍ନାଥଙ୍କ ଜମିରୁ ମୂଲ୍ୟବାନ୍ ପଥର ଲୁଟ୍ ଘଟଣା ; ତଦନ୍ତ ନିର୍ଦ୍ଦେଶ ଦେଲେ ଏନ୍‌ଜିଟି

14/02/2019 at 11:01 AM

ଭୁବନେଶ୍ବର ୧୪|୨:  ଜଗନ୍ନାଥଙ୍କ ଜମିରୁ ମୂଲ୍ୟବାନ ପଥର ଲୁଟ ଘଟଣା । ତଦନ୍ତ ନିର୍ଦ୍ଦେଶ ଦେଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ । ଖୋର୍ଦ୍ଧା ଜିଲ୍ଲାର ତାପଙ୍ଗ, ଝିଙ୍କିବୋରି, ଅଣ୍ଡା ଅଞ୍ଚଳ ସହ ୪୦ଟି ସ୍ଥାନରୁ ଖଣିଜ ଲୁଟ୍ ଅଭିଯୋଗ ହୋଇଛି । ବିଦୁଭୂଷଣ ହରିଚନ୍ଦନଙ୍କ ଅଭିଯୋଗ ଉପରେ ଶୁଣାଣି କରି ଏନଜିଟି ତଦନ୍ତ ନିର୍ଦ୍ଦେଶ ଦଇଛନ୍ତି ।

ତଦନ୍ତ ପାଇଁ ୪ବରିଷ୍ଠ ଅଧିକାରୀଙ୍କୁ ନେଇ ଏକ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏନଜିଟି । ଏହି କମିଟିରେ ରହିବେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ବରିଷ୍ଠ ବୈଜ୍ଞାନିକ କିମ୍ବା ଯନ୍ତ୍ରୀ, ଖୋର୍ଦ୍ଧା ଜିଲ୍ଲାପାଳ, ଏସଇଆଇଏଏ ସଦସ୍ୟ ସଚିବ ଏବଂ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଜଣେ ଅଧିକାରୀ । ୨ମାସ ଭିତରେ ତଦନ୍ତ କରି ରିପୋର୍ଟ ଦେବାକୁ କୁହାଯାଇଛି ।

   Related Posts