Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ସାଧାରଣ ଲୋକଙ୍କୁ ମିଳିବ ନାହିଁ ପେଟ୍ରୋଲ: କେବଳ କରୋନା ମୁକାବିଲା ପାଇଁ ନିୟୋଜିତ ଗାଡିକୁ ମିଳିବ

6/04/2020 at 12:18 PM

ଭୁବନେଶ୍ବର୬/୪: ସାଧାରଣ ଲୋକଙ୍କୁ ପେଟ୍ରୋଲ ମନା। ଆସନ୍ତକାଲି ଦିନ ୧ଟା ପରେ ସାଧାରଣ ଲୋକଙ୍କୁ ପେଟ୍ରୋଲ ଦିଆଯିବ ନାହିଁ। କେବଳ କରୋନା ମୁକାବିଲା ପାଇଁ ନିୟୋଜିତ ସରକାରୀ ଗାଡ଼ିକୁ ପେଟ୍ରୋଲ ମିଳିବ। ତାହା ବ୍ୟତୀତ ଅନ୍ୟ ଯାନଗୁଡିକୁ ପେଟ୍ରୋଲ ଦିଆଯିବ ନାହିଁ ବୋଲି ଜଗତସିଂହପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଜଗତସିଂହପୁର ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଜିଲ୍ଲାରେ ଥିବା ବିଭିନ୍ନ ପେଟ୍ରୋଲ ପମ୍ପକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ହୁହୁ ହୋଇ ବୃଦ୍ଧି ପାଉଥିବ ଦେଖି ବିଭିନ୍ନ ଜିଲ୍ଲାରେ ଏଭଳି କଡ଼ା ପଦକ୍ଷେପ ନିଆଯାଉଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଆକ୍ରାନ୍ତ ସଂଖ୍ୟା ୩୯ରେ ପହଞ୍ଚିଛି। ଭୁବନେଶ୍ବରେ ମଧ୍ୟ ବିଭିନ୍ନ ଅଞ୍ଚଳକୁ ବିଏମ୍‌ସି ସିଲ୍ କରିଛି। ଅନ୍ୟପଟେ ଦୋକାନ-ବଜାର ଏବଂ ଗ୍ରାହକଙ୍କ ଉପରେ ମଧ୍ୟ ପୋଲିସ୍ କମିଶନର ସୁଧାଂଶୁ ସଡ଼ଙ୍ଗୀ କଟକଣା ଜାରି କରିଛନ୍ତି।

   Related Posts