Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ରାଜ୍ୟରେ କରୋନା ନେଲା ଆଉ ୧୧ଜଣଙ୍କ ଜୀବନ, ୨୦୫୪ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

1/05/2021 at 8:34 AM

ଭୁବନେଶ୍ୱର ୦୧।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦,୪୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ରାୟଗଡ଼ା, ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୪୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୭୦୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୫୪୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୦୧୩୪୧୧୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts