Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ବର୍ଷିଲେ ବୁଡିବ ମୟୁରଭଞ୍ଜ: ଅରେଞ୍ଜ ୱାର୍ଣ୍ଣଂ ଜାରି କଲା ପାଣିପାଗ କେନ୍ଦ୍ର, ଏଯାଏଁ ସ୍ଥିତି ନିୟନ୍ତ୍ରଣରେ

29/09/2021 at 7:35 PM

ବାରିପଦା, ୨୯/୦୯: ମୟୁରଭଞ୍ଜ ଜିଲ୍ଲାକୁ ପୁଣି ଆଉ ଏକ ବନ୍ୟାର ଭୟ। ଆଉ ଏକ ଲଘୁଚାପ ଉତ୍ତର ପଶ୍ଚିମ ତଥା ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ହୋଇଛି । ଯାହା ଫଳରେ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଏ ନେଇ ଅରେଂଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଯାହାକୁ ଦୃଷ୍ଟିରେ ରଖି ବନ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରାପୁରି ଭାବରେ ପ୍ରସ୍ତୁତି ହେଇ ସାରିଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବନ୍ୟାକୁ ନଜରରେ ରଖି  NDRF ଏବଂ ODRF ଟିମ ପ୍ରସ୍ତୁତ ଥିବା ବେଳେ ନଦୀ କୂଳିଆ ଅଞ୍ଚଳ ମାନଙ୍କରେ ଡ଼ାକ ବାଜି ଯନ୍ତ୍ର ସାହାଯ୍ୟରେ ସତର୍କ ସୂଚନା ଦେବା ସହିତ ଲୋକ ମାନଙ୍କୁ ସ୍ଥାନାନ୍ତରିତ କରିବା ପାଇଁ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଥିବାର ସୂଚନା ଦେଇଛନ୍ତି ଜିଲ୍ଲା ଜୁରୁରୀ କାଳୀନ ଅଧିକାରୀ ।

   Related Posts