Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

କଟକରୁ ଭୁବନେଶ୍ବରକୁ ଚାଲିଲା ବସ୍, ସରକାରୀ କର୍ମଚାରୀଙ୍କ ପାଇଁ ଯାତାୟତ ସୁବିଧା

13/05/2020 at 12:48 PM

କଟକ ୧୩।୫: କଟକରୁ ଭୁବନେଶ୍ବର ଗଡିଲା ବସ୍ । କଟକରୁ ଭୁବନେଶ୍ବର ଗଡିଲା OSRTCର ଗୋଟିଏ ବସ୍ । CDA-୯ ନମ୍ବର ଛକରୁ ବାହାରି ସତୀଚୌରା ଏବଂ ବାଦାମବାଡି ଦେଇ ଗଡିଲା ବସ୍ । ଏହି ବସ୍ ଆଚାର୍ଯ୍ୟ ବିହାର, ଏଜି ଛକ ଦେଇ ୯ ତାଲା ପର୍ଯ୍ୟନ୍ତ ଆସିଛି ।

ସରକାରୀ ଚାକିରିଆଙ୍କ ସୁବିଧା ପାଇଁ ଏହି ବସ୍ ଚାଲିଛି । ସମ୍ପୂର୍ଣ୍ଣ ସାନିଟାଇଜ୍ ହୋଇଛି ବସ୍ । ଏହାସହ ମାସ୍କ ପିନ୍ଧିଛନ୍ତି ସମସ୍ତ ଯାତ୍ରୀ । ଏହି ବସ୍ ଭୁବନେଶ୍ବରରୁ ଅପରାହ୍ନ ୫ଟା ୧୫ରେ ବାହାରି କଟକ ଫେରିବ । ବସ୍ ଚଳାଚଳ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ।

   Related Posts