Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

ବଦଳିଲା ଓଟିଇଟି ପରୀକ୍ଷା ଢାଞ୍ଚା : ଅନଲାଇନରେ ହେବ ଓଟିଇଟି ପରୀକ୍ଷା

1/02/2019 at 2:50 PM

କଟକ ୧/୨: ବଦଳିଲା ଓଟିଇଟି ପରୀକ୍ଷା ଢାଞ୍ଚା। ଏଣିକି ଅନଲାଇନ୍‌ରେ ହେବ ଓଟିଇଟି ପରୀକ୍ଷା । ଓଟିଇଟି ପରୀକ୍ଷା ମାଟ୍ରିକ ପରୀକ୍ଷା ଶେଷ ହେବା ପରେ ହେବ। ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ବାତିଲ ପରୀକ୍ଷା ମାର୍ଚ୍ଚ ୮ ପରେ ହେବ। ଓଟିଇଟି ପରୀକ୍ଷା ନେଇ ବୋର୍ଡ କର୍ତ୍ତୃପକ୍ଷ ସୂଚନା ପ୍ରଦାନ କରିଛନ୍ତି।

ପୂର୍ବରୁ ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ କଟକ ମଙ୍ଗଳାବାଗ ଥାନାରେ ଓଟିଇଟି ପକ୍ଷରୁ ମାମଲା ରୁଜୁ ହୋଇଥିଲା। ଏହା ସହ କମିଶନରେଟ୍ ପୋଲିସ ମଧ୍ୟ ତଦନ୍ତ କରିବ ବୋଲି ସୂଚନା ଦେଇଥିଲା। ଗତ ୧୯ତାରିଖରେ ପରୀକ୍ଷା ପ୍ରଶ୍ନପତ୍ର ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା । ଏହା ପରେ ପରୀକ୍ଷାକୁ ବାତିଲ୍ କରିଥିଲେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ । ଯାହାକୁ ନେଇ ଏକ ଲକ୍ଷ ୧୨ ହଜାର ପରୀକ୍ଷାର୍ଥୀଙ୍କୁ ନିରାଶ ହେବାକୁ ପଡ଼ିଥିଲା। ।

   Related Posts