Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ତୁର୍କୀରେ ବଡ ଧରଣର ଭୂକମ୍ପ ପରେ ସୁନାମି: ପ୍ରକୃତି ରଚିଲା ତାଣ୍ଡବଲୀଳା, ୬ ମୃତ, ୨୦୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ବିଜେପିକୁ ତିର୍ତ୍ତୋଲବାସୀ ନିଶ୍ଚୟ ଜିତାଇବେ ଏବଂ ପ୍ରଧାନମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବେ- ଧର୍ମେନ୍ଦ୍ର
  • ||
  • PL 2020: ଗର୍ଜିଲା କ୍ରିସ୍ ଗେଲଙ୍କ ବ୍ୟାଟ୍, ରାଜସ୍ଥାନ ସମ୍ମୁଖରେ ୧୮୬ ରନର ବିଜୟ ଲକ୍ଷ୍ୟ ରଖିଲା କିଙ୍ଗ୍ସ ଏକାଦଶ ପଞ୍ଜାବ
  • ||
  • ଅଟୋକୁ ଧକ୍କା ଦେଲା କାର୍, ଜଣେ ମୃତ, ୪ ଗୁରୁତର
  • ||
  • ବାଇକ୍ ସହ ଧକ୍କା ହୋଇ ରାସ୍ତା କଡକୁ ଖସିଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ସେନେଗଲ୍‌ ଉପକୂଳ ସମୁଦ୍ରରେ ବୁଡ଼ିଗଲା ଶରଣାର୍ଥୀଙ୍କ ଡଙ୍ଗା: ୧୪୦ ଜଣଙ୍କ ମୃତ୍ୟୁ, ବଞ୍ଚିଗଲେ ୬୦
  • ||
  • ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୨୩୭
  • ||
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||

୩ କୋଟିରୁ ଅଧିକ ଟଙ୍କାର ଧଳା ଜହର ଜବତ

19/07/2020 at 1:37 PM

ବାରିପଦା ୧୯।୦୭: ୩କୋଟିରୁ ଅଧିକ ଟଙ୍କାର ଧଳା ଜହର ଜବତ । ମୟୂରଭଞ୍ଜ ଜିଲ୍ଲା ବାରିପଦା କୁଳିଅଣାରୁ ୩ କେଜି ୨୮୦ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚ STF । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୩ କେ।ଟି ୨୮ ଲକ୍ଷ ଟଙ୍କା ହେବ । ଚୋରା ବେପାର କରୁଥିବା ଅଭିଯୋଗରେ ଆଜି ଭୋରରୁ ଜଣଙ୍କୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତି ଜଣଙ୍କ ହେଲେ ସେଖ ଆସିକ ।

ତେବେ ଚଳିତ ବର୍ଷ ୧୫ କେଜି ୬୪୮ ଗ୍ରାମ ବ୍ରାଉନସୁଗାର ଜବତ ହେଲାଣି । ମୋଟ ୪୦ ଜଣ ଗିରଫ ହେଲେଣି । ୨୦୧୩ରୁ ୨୦୧୯ ମଧ୍ୟରେ ୭ କେଜି ୨୩୬ ଗ୍ରାମ ଧଳାଜହର ଜବତ ହୋଇଥିଲା । ଚଳିତ ବର୍ଷ ସର୍ବାଧିକ ବ୍ରାଉନସୁଗାର ଜବତ ହୋଇଛି । ଗୁଇନ୍ଦା ବିଭାଗର ରିପୋର୍ଟ ଆଧାରରେ ଏହି ଚଢାଉ ହୋଇଥିଲା ବୋଲି କ୍ରାଇମବ୍ରାଞ୍ଚ ଏଡ଼ିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି ।

   Related Posts