Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ବାଦାମବାଡ଼ିରେ ହେବ ଓଭରବ୍ରିଜ

4/12/2019 at 5:46 PM

କଟକ ୪/୧୨: କଟକ ବାଦାମବାଡି ବସଷ୍ଟାଣ୍ଡ ନିକଟରେ ନିର୍ମିତ ହେବ ଓଭର ବ୍ରିଜ। ଏଥିଲାଗି ପ୍ରସ୍ତୁତି ସରିଛି। ଖୁବଶୀଘ୍ର କାମ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଚୌଦ୍ବାର କଟକ ବିଧାୟକ ସୌଭିକ୍ ବିଶ୍ବାଳ।

 ଆଜି ବିଧାୟକ ପୂର୍ତ୍ତ ବିଭାଗ ଯନ୍ତ୍ରୀ ମାନଙ୍କ ସହ କ୍ଷେତ୍ର ପରିଦର୍ଶନ କରିଛନ୍ତି। ପ୍ରସ୍ତାବ ମୂତାବକ ବାଦାମବାଡି ବସଷ୍ଟାଣ୍ଡର ପ୍ରସ୍ଥାନ ଦ୍ବାରଠାରୁ ,ଜୟଶ୍ରୀ ସିନେମା ହଲ୍‌ ଯାଏଁ ଓଭରବ୍ରିଜ ନିର୍ମିତ ହେବ। ତା ସହିତ ଦୋଳମୁଣ୍ଡାଇ ଛକକୁ ବି ପ୍ରସ୍ତାବିତ ଓଭରବ୍ରିଜ ସଂଯୋଗ କରିବ ବୋଲି ବିଧାୟକ ସୂଚନା ଦେଇଛନ୍ତି।

ଏହା ହୋଇପାରିଲେ ବାଦାମବାଡି ଅଞ୍ଚଳରୁ ଗହଳି କମିବ ଏବଂ ଟ୍ରାଫିକ ସମସ୍ୟା ଅନେକାଂଶରେ ଦୂରୀଭୂତ ମଧ୍ୟ ହୋଇପାରିବ।କିନ୍ତୁ ଏହା କେବେ କାର୍ଯ୍ୟକାରୀ ହେବ ସେ ନେଇ କୌଣସି ନିର୍ଦ୍ଧିଷ୍ଟ ତଥ୍ୟ ଦେଇପାରିନାହାନ୍ତି ବିଧାୟକ ସୌଭିକ୍।

   Related Posts