Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେଣି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||
  • ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ
  • ||

କୋଭିଡ୍ ନିୟମ ଉଲଂଘନ ଅଭିଯୋଗ, ସିଲ୍ ହେଲା ଅକ୍ସଫୋର୍ଡ କଲେଜ ଅଫ୍ ଇଂଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟ

7/04/2021 at 4:05 PM

ଭୁବନେଶ୍ବର ୭।୪: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ଧିରେ ଧିରେ ବୃଦ୍ଧି ପାଉଛି ସଂକ୍ରମିତଙ୍କ ସଂଖ୍ୟା । ରାଜଧାନୀରେ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନରେ କୋଭିଡ୍ ନିୟମ ଉଲଂଘନ ଅଭିଯୋଗ ହେଉଛି । ଫଳରେ ସେମାନଙ୍କ ଉପରେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ କଡା ନଜର ରଖାଯାଇଛି । କେତେକ ଶିକ୍ଷାନୁଷ୍ଠାନକୁ ମଧ୍ୟ ସିଲ୍ କରିଦିଆଯାଇଛି ।

ଏଭଳି ସ୍ଥିତିରେ ରାଜଧାନୀର ଆଉ ଏକ ଶିକ୍ଷାନୁଷ୍ଠାନ ସିଲ୍ ହୋଇଛି । ଅକ୍ସଫୋର୍ଡ କଲେଜ ଅଫ୍ ଇଂଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟକୁ ସିଲ୍ କରିଛି ବିଏମସି । କୋଭିଡ୍ ନିୟମ ଉଲଂଘନ କରିବା ଅଭିଯୋଗରେ ଶିକ୍ଷାନୁଷ୍ଠାନକୁ ବିଏମସି ସିଲ୍ କରିଛି । 

   Related Posts