Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଜାକିର ହୁସେନ ହସ୍ପିଟାଲରେ ଅକ୍ସିଜେନ୍ ଟ୍ୟାଙ୍କ ଲିକ୍: ୨୨ ମୃତ, ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

21/04/2021 at 3:02 PM

ମହାରାଷ୍ଟ୍ର ୨୧/୪: ଦେଶରେ ମହାମାରୀ ଟେନସନ ଉଗ୍ରରୂପ ନେଇଥିବା ବେଳେ ଅକ୍ସିଜେନ୍ ଅଭାବ ମହାସଂକଟ ଭାବେ ଛିଡା ହୋଇଛି । ଏସବୁ ଭିତରେ ପୁଣି କରୁଣ ଚିତ୍ର ସାମ୍ନାକୁ ଆସିଛି । ନାସିକର ଜାକିର ହୁସେନ ହସ୍ପିଟାଲରେ ବଡ ଧରଣର ଦୁର୍ଘଟଣା । ହସ୍ପିଟାଲରେ ଅକ୍ସିଜେନ୍ ଟ୍ୟାଙ୍କ ଲିକ୍ ହୋଇ ୨୨ ରୋଗୀଙ୍କ ମୃତ୍ୟୁ ହୋଇଛି ।

ସ୍ଥାନୀୟ ପ୍ରଶାସନ କହିବା ମୁତାବକ ଲିକ୍ ହେବା କାରଣରୁ ସପ୍ଲାଇ ବନ୍ଦ ହୋଇଯାଇଥିଲା । ଫଳରେ ଭେଣ୍ଟିଲେଣ୍ଟରରେ ଥିବା ୨୨ ରୋଗୀଙ୍କ ପ୍ରାଣବାୟୁ ଉଡିଯାଇଛି । ସେଠାରେ ପାଖାପାଖି ୨୩ ଜଣ ରୋଗୀ ଥିଲେ । ଏବେ ଅନ୍ୟ ରୋଗୀଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ପରେ ଯାଞ୍ଚ ପାଇଁ କମିଟି ଗଠନ ହୋଇଛି। କେମିତି ଓ କେଉଁ କାରଣରୁ ଏଭଳି ହେଲା ତାର ତଦନ୍ତ ଆରମ୍ଭ ହୋଇଛି । ଯେତେବେଳେ ଘଟଣା ଘଟିଥିଲା ସେହି ସମୟରେ ହସ୍ପିଟଚାଲରେ ପାଖାପାଖି ୧୭୦ ରୁ ଅଧିକ ରୋଗୀ ଥିଲେ ।

   Related Posts