Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ପୁରୀରେ ଉଚ୍ଛେଦ ପ୍ରକ୍ରିୟାରେ କ୍ଷତିଗ୍ରସ୍ତଙ୍କ ପାଇଁ ଖୁବ୍ ଶୀଘ୍ର ଘୋଷଣା ହେବ ପ୍ୟାକେଜ୍

1/09/2019 at 11:51 AM

ପୁରୀ ୧: ପୁରୀରେ ଉଚ୍ଛେଦ ପ୍ରକ୍ରିୟାରେ କ୍ଷତିଗ୍ରସ୍ତଙ୍କ ପାଇଁ ଖୁବ୍ ଶୀଘ୍ର ଘୋଷଣା ହେବ ପ୍ୟାକେଜ୍ ।  ସରକାର କ୍ଷୟକ୍ଷତି ରିପୋର୍ଟ ମାଗିଛନ୍ତି । ଶୀଘ୍ର ଏହି ରିପୋର୍ଟ ସରକାରଙ୍କୁ ଦିଆଯିବ । ପୁରୀ ବିଧାୟକ ଓ ପୁରୀ ସାଂସଦଙ୍କ ସହ ପୂର୍ବରୁ ଆଲୋଚନା ହୋଇଛି । ଏବେ ମଧ୍ୟ କିଛି ପ୍ରସ୍ତାବ ଦେଲେ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂହ କହିଛନ୍ତି ।

ସେହିପରି ଏମାର ମଠର ଢାଞ୍ଚା ଦେଖିଛୁ, ବୈଷୟିକ ଟିମ୍ ସହ ଆଲୋଚନା କରୁଛୁ । ଏମାର ମଠ ମନ୍ଦିରକୁ ଅକ୍ଷତ ରଖିବା ଆମର ଲକ୍ଷ୍ୟ ବୋଲି ଜିଲ୍ଲାପାଳ କହିଛନ୍ତି । ୭୫ ମିଟର ଭିତରେ ଥିବା ବିପଦ ସଙ୍କୁଳ କୋଠା ଭଙ୍ଗାଯାଉଛି । ସେହି ଆଧାରରେ ବଡ଼ ଆଖଡ଼ା ମଠ ଓ ସାନଛତା ମଠ ଭଙ୍ଗାଯିବ । ଉଭୟ ମଠର ମହନ୍ତ ସହଯୋଗ କରିବେ ବୋଲି ଜିଲ୍ଲାପାଳ କହିଛନ୍ତି ।

ସେପଟେ ଫୋନିରେ କ୍ଷତିଗ୍ରସ୍ତ ପୁରୀ ଜିଲ୍ଲାର ଦିବ୍ୟାଙ୍ଗ ମାନଙ୍କ ପାଇଁ ଜିଲ୍ଲା ପ୍ରଶାସନ ଆରମ୍ଭ କରିଛି ପ୍ରକଳ୍ପ ପ୍ରଫୁଲ୍ଲ । ଦିବ୍ୟାଙ୍ଗଙ୍କୁ ବାସଗୃହ ସାମାଜିକ ନିରାପତ୍ତା, ଜୀବିକା, ଶିକ୍ଷା ଓ ଦକ୍ଷତା ବିକାଶକୁ ଗୁରୁତ୍ବ ଦିଆଯିବ ।

   Related Posts