Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ବାତ୍ୟାର କ୍ଷୟକ୍ଷତି ଆକଳନ ପରେ କେନ୍ଦ୍ରକୁ ପ୍ୟାକେଜ ପାଇଁ ଦାବୀ କରାଯିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

15/10/2018 at 3:45 PM

ଭୁବନେଶ୍ଵର;୧୫/୧୦- ତିତିଲକୁ  ନେଇ ଚାଲିଛି ସମୀକ୍ଷା ।ମୁଖ୍ୟମନ୍ତ୍ରୀ ଏ ବାବଦରେ ସମସ୍ତ ଜିଲ୍ଲାପାଳମାନଂକୁ କ୍ଷୟକ୍ଷତିର ରିପୋର୍ଟ ପ୍ରଦାନ ପାଇଁ କହିଛନ୍ତି ।ରିପୋର୍ଟ ଦେଲା ପରେ କେନ୍ଦ୍ରକୁ ପ୍ୟାକେଜ ପାଇଁ ଦାବୀ କରାଯିବ । ବନ୍ୟାର କ୍ଷୟକ୍ଷତି ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଜର ଜନ୍ମଦିନ ପାଳିବେ ନାହିଁ ବୋଲି ପ୍ରକାଶ କରିଛନ୍ତି ।ସେପଟେ ଗଜପତିର କ୍ଷୟକ୍ଷତି ଆକଳନ ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବଂକୁ ନିର୍ଦ୍ଦେଶ  ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

   Related Posts