Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଧାନଗଦାରେ ଅଚାନକ ଲାଗିଗଲା ନିଆଁ, ୩ ଏକର ଜମିର ଧାନ ପୋଡ଼ି ପାଉଁଶ, କାରଣ ଅସ୍ପଷ୍ଟ

10/12/2020 at 10:35 PM

ଭଞ୍ଜନଗର ୧୦/୧୨: ନିଆଁ ଲାଗି ପ୍ରାୟ ୩ ଏକର ଧାନ ପୋଡି ପାଉଁଶ ହୋଇଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଭଞ୍ଜନଗରର ବୁଗୁଡ଼ା ଥାନା ଅନ୍ତର୍ଗତ ଉଦୟପୁର ଗ୍ରାମରେ ଘଟିଛି।

 ବିଲରେ ଥିବା ଧାନ ଗଦାରେ ନିଆଁ ଲାଗି ପ୍ରାୟ ୩ ଏକର ଜମିର ଧାନ ପୋଡି ପାଉଁଶ ହୋଇଥିବା ଜଣାପଡ଼ିଛି। ଧାନ ଗଦାଟି ଉଦୟ ନାୟକଙ୍କର ବୋଲି ଜଣାପଡିଛି। ଘଟଣା ସ୍ଥଳରେ ବୁଗୁଡ଼ା ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। କେଉଁ କାରଣରୁ ନିଆଁ ଲାଗିଥିଲା ତାହା ଜଣାପଡ଼ି ନାହିଁ।

   Related Posts