Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ପଦ୍ମପୁର ଏନଏସି ୭ଦିନ ପାଇଁ ବନ୍ଦ, ୪ ତାରିଖ ପର୍ଯ୍ୟନ୍ତ ରହିବ ବଳବତ୍ତର

28/04/2021 at 10:40 AM

ପଦ୍ମପୁର ୨୮।୪: ବରଗଡ ଜିଲ୍ଲା ପଦ୍ମପୁର ଏନଏସି ୭ ଦିନ ପାଇଁ ବନ୍ଦ । ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବନ୍ଦ କରାଯାଇଛି । ସହରରେ ଧୀରେ ଧୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ତେଣୁ ବିଭିନ୍ନ ଅନୁଷ୍ଠାନ ପଦ୍ମପୁର ଉପ ଜିଲ୍ଲାପାଳଙ୍କ ସହିତ ଆଲୋଚନା କରି ଆଜିଠାରୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ପଦ୍ମପୁର ବନ୍ଦ ରହିବା ପାଇଁ ଘୋଷଣା କରିଛନ୍ତି ।

ଲୋକଙ୍କ ଜୀବନ ସୁରକ୍ଷିତ କରିବା ପାଇଁ ଏବଂ କରୋନା ସଂକ୍ରମଣ ରୋକିବା ପାଇଁ ଏହି ପ୍ରୟାସ କରାଯାଇଛି । ଏହି ସମୟରେ ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିବ, ଅତିଆବଶ୍ୟକୀୟ ସାମଗ୍ରୀ ଦୋକାନ ସକାଳ ୯ଟା ଯାଏଁ ଖୋଲା ରହିବ ଏବଂ ଯାନବାହନ ଚଳାଚଳ ସ୍ବାଭାବିକ ରହିବ ।  ଏଥିପାଇଁ କାଲିଠୁ ଡ଼ାକବାଜି ଯନ୍ତ୍ରରେ ଲୋକଙ୍କୁ ଜଣାଇ ଦିଆଯାଇଛି ।

   Related Posts